ମନମୋହନ ମିଶ୍ରଙ୍କ ଜନ୍ମ ଶତବାର୍ଷିକୀ ଅବସରରେ “ମନମୋହନ ସଂନ୍ଧ୍ୟା”

ସ୍ଵୟଂପ୍ରଭା ପାଢ଼ୀ ଜଣେ ଗାୟିକା, ଗବେଷିକା ଓ ସମ୍ପାଦକ ଅଟନ୍ତି । ସେ ସମଧ୍ୱନି ପତ୍ରିକାର ସମ୍ପାଦକ , ସମଧ୍ୱନି ସାଂସ୍କୃତିକ ସଂଗଠନ (୨୦୦୫ ମସିହାରୁ ଓଡ଼ିଶାରେ କାମକରୁଛି) ଓ ସମଧ୍ୱନି ସାଂସ୍କୃତିକ ଗବେଷଣକେନ୍ଦ୍ରର ମୁଖ୍ୟ। ସମଗ୍ର ଓଡିଶାରେ ସାଂସ୍କୃତିକ ବାତାବରଣ ତିଆରି କରିବା ଓ ସାଧାରଣ ଲୋକମାନଙ୍କ ସ୍ୱରକୁ ସାଂସ୍କୃତିକ ମାଧ୍ୟମରେ ତୋଳିଧରିବା ପାଇଁ ସେ କାମ କରିଚାଲିଛନ୍ତି।