“ମଣିଷ ବଞ୍ଚିରହିବାର ଗୋଟିଏ ରାସ୍ତା ହେଉଛି ସର୍ବଜୀବ ମୈତ୍ରୀ ଚେତନା ଓ ବୈଜ୍ଞାନିକ ଦୃଷ୍ଟିଭଙ୍ଗୀ ।”- ଭଗବତ ପ୍ରସାଦଙ୍କର ଏହାଥିଲା ଶେଷମନ୍ତ୍ର ସମଗ୍ର ବିଶ୍ୱବାସୀଙ୍କ ପାଇଁ । ଗତ ଜୁନ୍ ୧୮ ତାରିଖରେ ସେ ଆମ ସମସ୍ତଙ୍କଠାରୁ ଚିର ବିଦାୟ ନେଇଛନ୍ତି । ତାଙ୍କର ଆବର୍ତ୍ତମାନରେ ଓଡ଼ିଶାର ବୌଦ୍ଧିକ …
Read More »“ପରଭକ୍ଷୀ ପରଶୋଷି କବଳରୁ ଜୀବନ ହେଉ ଯନ୍ତ୍ରଣା ମୁକ୍ତ” ପୁସ୍ତକର ଅଗ୍ରଲେଖରେ ପ୍ରଫେସର ସ୍ୱାଧୀନାନନ୍ଦ ପଟ୍ଟନାୟକ
ସମ୍ପ୍ରତ୍ତି ସାମାଜିକ ସ୍ଥିତି ଏବଂ ପୃଥିବୀର ଭବିଷ୍ୟତ ବର୍ତ୍ତମାନ ଅନେକ ପ୍ରଶ୍ନ ଉତ୍ଥାପନ କରିଛି । ଆମେ ଇତିହାସକୁ ଯାହା ଜାଣିଛୁ ସେଥିରୁ ଜୀବମଣ୍ଡଳର ବିବର୍ତ୍ତନ ଓ ସର୍ବୋପରି ମାନବ ସମାଜର ବିବର୍ତ୍ତନ ଗୋଟିଏ ଗୁରୁତ୍ୱ୍ୱପୂର୍ଣ୍ଣ ଅଧ୍ୟୟନ । ଏ ବିଷୟରେ ଇତିହାସରେ ବହୁ ଦାର୍ଶନିକ, ସମାଜବିଜ୍ଞାନର ଅବଦାନ …
Read More »